www.samajalive.in
Friday, December 12, 2025
27.1 C
Bhubaneswar

ଚୋରା ଦେଶୀମଦ ଜବତ

ଗୁରୁଡ଼ିଝାଟିଆ: ଖୁଣ୍ଟୁଣୀ ପୋଲିସ ଓ ବନବିଭାଗର ମିଳିତ ଚଢାଉରେ ଏକାଧିକ ଚୋରା ଦେଶୀମଦ ଭାଟି ଭାଙ୍ଗିବା ସହିତ ପ୍ରାୟ ୧୬୫ ଲିଟର ଚୋରା ଦେଶୀମଦ ଜବତ କରିଛି। ୪ଶହ ଲିଟର ପୋଚକୁ ନଷ୍ଟ କରାଯାଇଥିଲା। ଖୁଣ୍ଟୁଣୀ ଥାନା ଅଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆ, ଉପନିରୀକ୍ଷକ ବିକାଶ କୁମାରସେଠୀ, ଖୁଣ୍ଟୁଣୀ ବନାଞ୍ଚଳ ଅଧିକାରୀ ନିଳମାଧବ ସାହୁଙ୍କ ସମେତ ପୋଲିସ ଓ ବନକର୍ମଚାରୀମାନେ ଚଢାଉରେ ସାମିଲ କରିଥିଲେ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories