www.samajalive.in
Saturday, December 6, 2025
14.1 C
Bhubaneswar

କଣାସରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ : ପୁରୀର କଣାସରେ ବୁଧବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଶହ ୫୧ କୋଟିର ୧୨ ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେ ନବନିର୍ମିତ ସତ୍ୟବାଦୀ ତହସିଲ କାର୍ଯ୍ୟାଳୟର ଶୁଭ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣ ମଧ୍ୟ ରଖିଛନ୍ତି। ସେ କହିଛନ୍ତି ଯେ, ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ବେଶ ଲୋକପ୍ରିୟ ହୋଇଛି। ଏଥିରେ ଛୋଟ ଚାଷୀ, ଭାଗ ହୀନ ଚାଷୀ ଏବଂ କୃଷି ଶ୍ରମିକଙ୍କ ସମସ୍ତ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯାଇଛି। ସ୍ୱାଭିମାନ ସହ ବଞ୍ଚିବା ପାଇଁ ଚାଷୀଙ୍କୁ କାଳିଆ ଯୋଜନା ସାହସ ଦେବା ସହ ଏହି ଯୋଜନା ସାରା ଦେଶକୁ ବାଟ ଦେଖାଇଛି। ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ଚାଷୀ ଏହି ଯୋଜନାର ସୁଫଳ ପାଇଥିବା ବେଳେ ଆସନ୍ତା କାଲି ୧୦ ଲକ୍ଷରୁ ଅଧିକ ଚାଷୀ ଏହି ଯୋଜନାରେ ସାମିଲ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories