www.samajalive.in
Friday, December 12, 2025
17.1 C
Bhubaneswar

ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ: କନ୍ଧମାଳ ଜିଲା ଗୋଛାପଡା ପଞ୍ଚାୟତ ବନ୍ଦୁଲି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ ଓ ଫିରିଙ୍ଗିଆ ବ୍ଲକ ପକାରୀ ପଞ୍ଚାୟତ ମୁଖ୍ୟାଳୟ ଠାରେ ନୂତନ ଭାବରେ ନିର୍ମାଣ କରାଯାଇଥିବା ମିଶନ ଶକ୍ତିର ଖଲି ଗୋଦାମ, ପଞ୍ଚାୟତ ଭବନ ଓ ପିଡ଼ିଏସ ଗୋଦାମକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର।

Hot this week

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

Related Articles

Popular Categories