www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ ମୁକ୍ତ ବିଦ୍ୟାଳୟରେ ନାମ ଲେଖା ପାଇଁ ଜିଲ୍ଲା ସ୍ତରୀୟ ମେଗା କ୍ୟାମ୍ପ

ବାଉଁଶୁଣି: ବୌଦ୍ଧ ବ୍ଲକ ତାଳସରଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସଂଗ୍ରାମପୁରରେ ଆଜି ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତରଫରୁ ରାଜ୍ୟ ମୁକ୍ତ ବିଦ୍ୟାଳୟରେ ନାମ ଲେଖା ପାଇଁ ମେଗାକ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି। ଏହି ମେଗା କ୍ୟାମ୍ପରେ ବୌଦ୍ଧ ଜିଲ୍ଲାର ବୌଦ୍ଧ, ହରଭଙ୍ଗା, କଣ୍ଟାମାଳ, ତିନୋଟି ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ସିଆରସିସି ଉପସ୍ଥିତ ଥିଲେ। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥ ଭାବେ ଗେନ୍ଦ୍ରା କୁଜୁର୍ ଯୋଗ ଦେଇ ସମସ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନଙ୍କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ବିଷୟରେ ବୁଝାଇ ଥିଲେ। ଏହି କାର୍ୟ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories