www.samajalive.in
Sunday, December 14, 2025
26.1 C
Bhubaneswar

କଲମପୁର +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

କଲମପୁର: କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ‘ସୋସିଆଲ ୱେଲଫେୟାର ଅର୍ଗାନାଇଯେଶନ କଳାହାଣ୍ଡି’ ପକ୍ଷରୁ କଲମପୁର ଅମୋହମଣୀ +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ୟ୍ୟକ୍ରମରେ ସମାଜସେବୀ ବିବେକ ରଞ୍ଜନ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ, ସମ୍ମାନୀତ ଅତିଥି ଭାବେ ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷା ମନିଷା ମିଶ୍ର, କଲମପୁର ପୋଲିସ ଏ.ଏସ.ଆଇ ଶେଖର ଜେନା, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ରବିନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ବିଭୂତି ପଟ୍ଟନାୟକ ଯୋଗ ଦେଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories