www.samajalive.in
Sunday, December 14, 2025
23.1 C
Bhubaneswar

ନବମ ବାର୍ଷିକ କୁଇ କ୍ଲାମ୍ବୁ ଫୁଟବଲ ପ୍ରତିଯୋଗିତା ଉଦଘାଟିତ

ଫୁଲବାଣୀ :ଫିରିଙ୍ଗିଆ ବ୍ଲକ ଉନ୍ନିତ ଉଚ୍ଚବିଦ୍ୟାଳୟ ଖେଳପଡିଆ ଠାରେ ନବମ ବର୍ଷ କୁଇ କ୍ଲାମ୍ବୁ ଫୁଟବଲ ପତିଯୋଗିତା ଉଦଘାଟିତ ହୋଇଛି। ବନବାସୀ କଲ୍ୟାଣ ଆଶ୍ରମ କନ୍ଧମାଳ ଦ୍ୱାରା ଆୟୋଜିତ ଫୁଟବଲ ପ୍ରତିଯୋଗିତାରେ ଉଦଘାଟନ ଉତ୍ସବରେ ମୁଖ୍ୟଅତିଥି ଭାବରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଯୋଗଦେଇ କ୍ଲାମ୍ବୁ କ୍ରୀଡାକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜନଜାତି ସ୍ୱତନ୍ତ୍ର ଉନ୍ନୟନ ପରିଷଦ କନ୍ଧମାଳର ଅଧକ୍ଷ ରୋଦନ ମଳିକ, କୁଇ ସାମାଜ ସେବା ସମିତି ସଭାପତି ସୁଦର୍ଶନ କହଁର, ଜନଜାତି ସମବାୟ ଓ ବାଣିଜ୍ୟ ଓ ଉନ୍ନୟନ ମହାସଂଙ୍ଘ ଭାରତ ସରକାରଙ୍କ ଉପସଭାପତି ତଥା କନ୍ଧମାଳ ଜିଲ୍ଲା କ୍ଲାମ୍ବୁ ସଂଯୋଜକ ପବିତ୍ର କହଁର ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ଏହାର ଉଦ୍ଦେଶ୍ୟ ଆଦିବସୀ ସମାଜର ପୁର୍ବ ଗୈାରବକୁ ପୁଣିଥରେ ଉଦଜିବୀତ କରିବା।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories