ଜୟପୁର : କୋରାପୁଟ ଜୟପୁରର ବୋରିଗୁମ୍ମା ଥାନା ଅନ୍ତର୍ଗତ କୁନ୍ଦୁରଗୁଡ଼ା ଭଳିଆବଡ଼ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭଳିଆବଡ଼ ନିକଟରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବୋରିଗୁମ୍ମା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।
Popular Categories



