ବୀରମହାରାଜପୁର: ଶୁକ୍ରବାର ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ କର୍ଡାପାଳ ଗ୍ରାମରେ ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ସ୍ୱାମୀ ମୃତ୍ୟୁବରଣ କରିଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ସ୍ତ୍ରୀ ଗୁରୁତର ହୋଇଥିବା ଜଣାପଡିଛି। ମୃତକ ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ଭରତାପୁର ପଞ୍ଚାୟତ ଅନ୍ତର୍ଗତ ବିଶ୍ଵନାଥପୁର ଗ୍ରାମର ଉଦ୍ଧବ ପଧାନ (୭୦) ବୋଲି ଜଣାଯାଇଛି। ତାଙ୍କ ସ୍ତ୍ରୀ ମାଳତୀ ପଧାନ (୬୦) ଗୁରୁତର ହୋଇଥିବା ଜଣାପଡିଛି।
Popular Categories



