www.samajalive.in
Monday, December 15, 2025
24.1 C
Bhubaneswar

କମ୍ୟୁନିଟି କେନ୍ଦ୍ର ଓ ମାର୍କେଟ କମ୍ପ୍ଲେକ୍ସ ଲୋକାର୍ପିତ

ସମ୍ବଲପୁର: ବିଗତ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର ଭିଏସଏସ ମାର୍ଗରେ ସ୍ଥିତ ପଲଟନ ମସଜିଦର ପୁନଃ ବିକାଶ ସହିତ କମ୍ୟୁନିଟି କେନ୍ଦ୍ର ଓ ଏକ ମାର୍କେଟ କମ୍ପେ୍ଲକ୍ସ ନିର୍ମାଣ ସକାଶେ ୧ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଥିଲେ। ଏହି କାର୍ଯ୍ୟ ସମ୍ପନ୍ନ ହେବା ପରେ ଶୁକ୍ରବାର ଅପରାହ୍ନରେ ପେନସନପଡ଼ା ସ୍ଥିତ ପଲଟନ ମସଜିଦର ଏହି କମ୍ୟୁନିଟି କେନ୍ଦ୍ର ଓ ମାର୍କେଟ କମ୍ପେ୍ଲକ୍ସକୁ ସମ୍ବଲପୁର ମହାନଗର ନିଗମର ଆୟୁକ୍ତ ବେଦଭୂଷଣ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ବରିଷ୍ଠ ବିଜେଡି ନେତା ବିଜୟ ମହାନ୍ତି, ଜିଲା ବିଜେଡି ସଭାପତି ସିଦ୍ଧାର୍ଥ ଦାଶ, ସଞ୍ଜୟ ବାବୁ, ସଞ୍ଜିତ ମହାନ୍ତି, ପପି ସିଂହ, ମହମ୍ମଦ ଇବ୍ରାହିମ, ମହମ୍ମଦ ମକବୁଲ, ମହମ୍ମଦ ନୱାବ, ମହମ୍ମଦ ସୁବାନ, ଏମ. ଲାକ୍ରା, ଆତିଫ ଆଲମ, ମହମ୍ମଦ ଉସମାନ ଙ୍କ ସମେତ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତି ମାନେ ଉପସ୍ଥିତ ରହିଥିଲେ।

Hot this week

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

Related Articles

Popular Categories