www.samajalive.in
Monday, December 8, 2025
24.1 C
Bhubaneswar

ବ୍ଲକ କଳା ସଂସ୍କୃତି ସଙ୍ଘ ସଦସ୍ୟଙ୍କ ପ୍ରଶିକ୍ଷଣ ଶିବିର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ କାର୍ୟ୍ୟାଳୟ ସଭାଗୃହ ଠାରେ ବ୍ଲକ କଳା ସଂସ୍କୃତି ସଙ୍ଘ ସଦସ୍ୟ ମାନଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ବ୍ଲକ ଦାୟିତ୍ୱରେ ଥିବା ସମାଜିକ ସୁରକ୍ଷା ଅଧିକାରିଣୀ ଉଷାରାଣି ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ପ୍ରଶିକ୍ଷଣ ଶିବିରରେ ବ୍ଲକ ଅଧକ୍ଷା ସସ୍ମିତା କହଁର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଅନୁଷ୍ଠାନିକ ଭାବରେ ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟ୍ୟରେ ଗୋଷ୍ଠି ଉନ୍ନୟନ ଅଧିକାରୀ ପ୍ରବୀଣ କୁମାର ବାଣୁଆ ଓ ଫୁଲବାଣୀ ବ୍ଲକ କଳା ସଂସ୍କୃତି ସଙ୍ଘର ଉପସଭାପତି ବିଶ୍ୱମ୍ବର ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ଦୁଇଦିନ ଧରି ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରଟି ଓଡିଶା ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଅନୁଷ୍ଠିତ ହେଉଛି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories