www.samajalive.in
Friday, December 12, 2025
26.1 C
Bhubaneswar

ଜୁଆ ଆଡ୍ଡା ଉପରେ ଚଢାଉ, ୧୧ ଗିରଫ

ଗଞ୍ଜାମ : ଗଞ୍ଜାମ ଜିଲା ଗୁଡ଼ିଆପାଟଣା ପାତ୍ରଢେପରେ ଚାଲିଥିବା  ଏକ ଜୁଆ ଆଡ୍ଡା ଉପରେ ଚଢାଉ କରି ପାଟପୁର ଥାନା ପୁଲିସ ୧୧ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ ପୁଲିସ କୌଣସି ଏକ ସୂତ୍ରରୁ ଖବର ପାଇ ଉକ୍ତ ଜୁଆ ଆଡ୍ଡା ଉପରେ ଚଢାଉ କରିଥିଲା। ସେଠାରୁ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ପ୍ରାୟ ୧୫ ହଜାର ଟଙ୍କା, ୧୦ ରୁ ଅଧିକ ବାଇକ, କିଛି ମୋବାଇଲ ଫୋନ ମଧ୍ୟ ଜବତ କରିଥିବା ସୂଚନା ମିଳିଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories