www.samajalive.in
Monday, December 15, 2025
14.1 C
Bhubaneswar

ନୂତନ ପଞ୍ଚାୟତ ଗୃହ ଉଦଘାଟନ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନୂତନ କନ୍ଧକାତିପାଡୁ ନୂତନ ପଞ୍ଚାୟତ ଗୃହକୁ ମନ୍ତ୍ରୀ ଜଗନ୍ନାଥ ସାରକା ଉଦଘାଟନ କରିବା ସହ ୭୬ ଜଣଙ୍କୁ ଭତ୍ତା ଓ ୧୫୬ଟି ଜଙ୍ଗଲ ଜମି ପଟା ବଣ୍ଟନ କରିଛନ୍ତି। ମୂଖ୍ୟ ଅତିଥି ଭାବେ ବିଧାୟକ ତଥା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପଛୁଆବର୍ଗ ସଂଖ୍ୟା ଲଘୁ କଲ୍ୟାଣ ମନ୍ତ୍ରୀ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ଉଦଘାଟନ କରିଥିଲେ। ଏହାପରେ ପଲମା ପଞ୍ଚାୟତର ୪ଖଣ୍ଡ କର୍ଣ୍ଣପାଡୁ ୬୧, ପିଡୁଆ ୪୧, ଦାନ୍ତଲିଙ୍ଗ ୧୭, ଚାଲୁଣି ଗୁଡାର ୧ ଓ କନ୍ଧ କାତି ପାଡୁ ପଞ୍ଚାୟତର ପୋଙ୍ଗଲି ୩୩ ଜଣ ମୋଟ ୧୫୬ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟା ବଣ୍ଟନ କରିବା ପରେ ୭୬ଜଣ ବିଧବା, ଦିବ୍ୟାଙ୍ଗ ଓ ବାର୍ଦ୍ଧକ୍ୟଙ୍କୁ ଭତ୍ତା ବଣ୍ଟନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories