www.samajalive.in
Monday, December 15, 2025
16.1 C
Bhubaneswar

ଦ୍ଵିତୀୟ ଦିନରେ ଶିକ୍ଷକ ଆନ୍ଦୋଳନ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମାସ ଆନ୍ଦୋଳନ ଦ୍ଵିତୀୟ ଦିନରେ ପହଂଚିଛି। ଏଥିରେ ବ୍ଲକର ନୂତନ ପେନସନ ଭୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ, ଏକ୍ସ କ୍ୟାଡର, ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ କ୍ରୀଡା ଓ କଳା ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ। ଦ୍ଵିତୀୟ ଦିନରେ ଅତାବିରା ବରିଷ୍ଠ ନାଗରିକ ସଂଘର ସଭାପତି ତଥା ଅବସର ପ୍ରାପ୍ତ ଶିକ୍ଷକ ବେଣୁଧର ମିଶ୍ର, ଅତାବିରା ଅବସର ପ୍ରାପ୍ତ ଶିକ୍ଷକ ସଂଘର ସଭାପତି ନିଶିକାନ୍ତ ପଣ୍ଡା, ଅବସର ପ୍ରାପ୍ତ ଶିକ୍ଷକ ସଂଘର ପ୍ରମୁଖ ସଦସ୍ୟ ପଞ୍ଚାନନ ନାଥ ଏବଂ ଭୋଲାନାଥ ପ୍ରଧାନ ଯୋଗଦାନ କରି ଶିକ୍ଷକଙ୍କ ତିନୋଟି ଦାବୀକୁ ନାର୍ଯ୍ୟ ଦାବୀ କହି ସରକାରଙ୍କୁ ଯଥାଶୀଘ୍ର ପୂରଣ କରିବା ପାଇଁ ଆବେଦନ କରିଥିଲେ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories