www.samajalive.in
Sunday, December 14, 2025
17.1 C
Bhubaneswar

ଜୀବନ କୌଶଳ ଶିକ୍ଷା ଉପରେ ଏକଦିବସୀୟ ତାଲିମ କାର୍ଯ୍ୟକ୍ରମ

ଫୁଲବାଣୀ: ଫୁଲବାଣୀ ଆଇଟିଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜୀବନ କୌଶଳ ଶିକ୍ଷା ଉପରେ ଏକଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ଛଅ ଗୋଟି ବ୍ଲକରୁ ଆଇ ସିଡିଏସ ସହାୟତାରେ ଚାଲିଥିବା ଆଦ୍ଵିକା କାର୍ଯ୍ୟକ୍ରମର କିଶୋରୀ ବାଳିକା ଓ ଶିଶୁ ଯତ୍ନ ଅନୁଷ୍ଠାନର ଏକଶହରୁ ଉର୍ଦ୍ଧ୍ବ କିଶୋରୀ ବାଳିକା ମାନେ ଭାଗ ନେଇଥିଲେ। ଜୀବନ କୌଶଳ ଶିକ୍ଷା ମାଧ୍ୟମରେ କିପରି କିଶୋରୀ ମାନେ ନିଜକୁ ନିଜେ ସଚେତନ କରିପାରିବେ, ନିଜର ଆତ୍ମ ସୁରକ୍ଷା କରି ପାରିବେ ସେ ବିଷୟରେ ତାଲିମ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଡେ଼ପୁଟି କଲେକ୍ଟର ଦୀପ୍ତିମୟୀ ପ୍ରଧାନ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ରଜତ କୁମାର ଦିଗାଲ, ସଦସ୍ୟ ମମତା ଦାସ ଓ ସଦାଶିବ ପାତ୍ର ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories