www.samajalive.in
Sunday, December 14, 2025
18.1 C
Bhubaneswar

ସ୍କୁଲରୁ ଖସିଲା ଛାତ, ଅଳ୍ପକେ ବର୍ତ୍ତୀଲେ କୋମଳମତି ଶିଶୁ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ଖରମୁଣ୍ଡା ଉଚ୍ଚ ପ୍ରାଥମିକ ସ୍କୁଲ ଛାତରୁ ଗତକାଲି ପଥର ଖସିଥିବା ଜଣାପଡିଛି। ୨୭୦ରୁ ଅଧିକ ଛାତ୍ର ଛାତ୍ରୀ ଅଧ୍ୟୟନ କରୁଥିବା ଏହି ବିଦ୍ୟାଳୟର ପ୍ରଥମ ଶ୍ରେଣୀରେ ଏହି ଅଘଟଣ ଘଟିଛି। ତେବେ ଏଥିରେ ଜଣେ ଶିଶୁ ଆହତ ହୋଇଛି। ସମ୍ପୃକ୍ତ ଶିଶୁକୁ ପ୍ରାଥମିକ ଚିକିତ୍ସା କରାଯାଇଥିବା ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories