www.samajalive.in
Saturday, December 13, 2025
23.1 C
Bhubaneswar

ଜିଲା ଡ୍ରାଇଭର ମହା ସଂଘ ପକ୍ଷରୁ ଅନ୍ନପ୍ରସାଦ ବିତରଣ

ବୌଦ୍ଧ: ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ବୌଦ୍ଦ ଜିଲା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଦିନ ଜିଲାରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସଂଘ ପକ୍ଷରୁ ନାରାୟଣପୁର ଠାରେ ସ୍ୱତନ୍ତ୍ର ବିଦ୍ୟାଳୟରେ ଛାତ୍ର ଛାତ୍ରୀଙ୍କୁ ଅନ୍ନପ୍ରସାଦ ବିତରଣ କରିଥିଲେ। ସେହିପରି ବିଦ୍ୟାଳୟ ପରିସରରେ ନାମ କିର୍ତ୍ତନ, ଭଜନ, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଛାତ୍ର ଛାତ୍ରୀଙ୍କ ମନ ମୋହିଥିଲେ। ସଂଘର ଉପଦେଷ୍ଟା ଜୟନାରାୟଣ ମହାନ୍ତୀ, ସଭାପତି ଅସିତ ରଞନ ସାହୁ, ଉପସଭାପତି ଶିବ ବିଷୋୟୀ, ସମ୍ପାଦକ ରାଜଶ ଦିଗାଲ, କୋଷାଧ୍ୟକ୍ଷ କାହ୍ନୁଚରଣ ବେହେରା ଓ ସମସ୍ତ ଡ୍ରାଇଭର ମାନେ ସାମିଲ ଥିଲେ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories