www.samajalive.in
Monday, December 15, 2025
15.1 C
Bhubaneswar

ରେଳ ଧାରଣାରୁ ଯୁବକର ଗଳିତ ଶବ ଉଦ୍ଧାର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ଜିଆରପି ପୁଲିସ ମୁରିବାହାଲ -କଣ୍ଟାବାଞ୍ଜି ରେଳ ଧାରଣା କିଲୋମିଟର ଖମ୍ବ ୧୭୧/୬୮, ବଙ୍ଗୋମୁଣ୍ଡା ଫାଟକ ଆଗକୁ ନିକଟରେ ଜଣେ ଯୁବକର ମୁଣ୍ଡ ବିହୀନ ଗଳିତ ଶବ ଉଦ୍ଧାର କରିଛି। ଯୁବକଙ୍କ ଘର କଣ୍ଟାବାଞ୍ଜି ସହର ଅଶୋକନଗରର ଦୟାନିଧି ବାରିକ ବୋଲି ଜିଆରପି ପୁଲିସ ସୂଚନା ଦେଇଛି। ପ୍ରାପ୍ତ ସୂଚନା ଅନୁଯାଇ ୦୮୫୨୮ ବିଶାଖାପାଟଣା-ରାୟପୁର ପାସେଞ୍ଜର ଟ୍ରେନ ଧକ୍କାରେ ପ୍ରାଣ ହରାଇଥିବା, ଟ୍ରେନ ପାଇଲଟ କଣ୍ଟାବାଞ୍ଜି କାର୍ଯ୍ୟରତ ଷ୍ଟେସନ ମାଷ୍ଟରଙ୍କୁ ଜଣାଇବା ପରେ ଷ୍ଟେସନ ମାଷ୍ଟର ଜିଆରପି ପୁଲିସକୁ ମେମୋ ଦେବାପରେ, ସ୍ଥାନୀୟ ଆରପିଏଫ ପୁଲିସ ଏବଂ ଟିଟିଲାଗଡ ଜିଆରପି ଇନଚାର୍ଜ ଅଫିସର ଏନ.କେ ବେହେରା ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହ ଏକ ଅପମୃତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories