www.samajalive.in
Saturday, December 13, 2025
26.1 C
Bhubaneswar

୧୮ କିଲୋ ଗଞ୍ଜେଇ ଜବତ, ୪ ଗିରଫ

ଫୁଲବାଣୀ: ଅବକାରୀ ମୋବାଇଲ ୟୁନିଟି ରାଣୀପଥର ତନଖି ଫାଟକରେ ଯାନବାହନ ତନଖି କରୁଥିବା ବେଳେ ଗୋଟିଏ ଇଣ୍ଡିଗୋ ଇସିଏସ୍ କାର ସହ ୧୮ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ବେଆଇନ ଗଞ୍ଜେଇ ପରିବହନ ଅଭିଯୋଗରେ ୪ ଜଣ ଯୁବକଙ୍କୁ ଗିରଫ କରିଛି ଅବକାରୀ ମୋବାଇଲ ୟୁନିଟି। ଗିରଫ ଅଭିଯୁକ୍ତ ମାନେ ହେଲେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ପବିଙ୍ଗିଆ ଗ୍ରାମର ପ୍ରକାଶ ଦିଗାଲ ବୟସ ୪୮ବର୍ଷ, ସାଗର କୁମାର କହଁର ବୟସ ୨୨ବର୍ଷ, ବିନୋଦ କହଁର ବୟସ ୪୨ବର୍ଷ, ବାଳକୃଷ୍ଣ କହଁର ବୟସ ୪୯ବର୍ଷ। ଏନେଇ ଅବକାରୀ ମୋବାଇଲ ୟୁନିଟି ପକ୍ଷରୁ ୧୦୮/୨୩-୨୪ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories