କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଭାରତୀୟ ଜନତା ପାର୍ଟି ଯୁବ ମୋର୍ଚା ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ତମ ଜନ୍ମ ଦିବସ ଉପଲକ୍ଷେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶତୃଘ୍ନ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ସେବା ଓ ସମର୍ପଣ ଅଭିଯାନ ମାଧ୍ୟମରେ ଦଳ ତରଫରୁ ଏହି ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ବିଶେଷ କରି ଯୁବଗୋଷ୍ଠି ମାନେ ଏହି ଶିବିରକୁ ଆସି ରକ୍ତଦାନ କରୁଥିବାର ଦେଖିବାକୁ ମିଳିଛି। ଏଥିରେ ୭୭ ୟୁନିଟ ରକ୍କ ସଂଗ୍ରହ କରାଯାଇଛି।
Popular Categories



