www.samajalive.in
Sunday, December 7, 2025
26.1 C
Bhubaneswar

ଯୁବତୀଙ୍କ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳରେ ଜଣେ ଯୁବତୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଶୁକ୍ରବାର ବହଳଦା ସାନଦୁଣ୍ଡୁ ଗାଁ ନିକଟ ଏକ ପଥର ଖୋଲରୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ପରିଚୟ ମିଳିପାରି ନାହିଁ। ବହଳଦା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories