www.samajalive.in
Saturday, December 13, 2025
26.1 C
Bhubaneswar

ଡାକୁଆ ପଡ଼ାରେ ନୁଆଁ ଖାଇ ଭେଟଘାଟ

ଦେଓଗାଁ: ଦେଓଗାଁ ବ୍ଳକ ଅନ୍ତର୍ଗତ ଜରାସିଂହା ପଞ୍ଚାୟତ ର ଚନ୍ଦ୍ରପୁର ଡାକୁଆପଡା ଠାରେ ୧୬ ତମ ଗଣେଶ ପୂଜା ଉପଲକ୍ଷେ ଶନିବାର ରାତି ୭ଟା ସମୟରେ ନୁଆଁ ଖାଇ ଭେଟ ଘାଟ ଅନୁଷ୍ଠିତ ହୋଇଯାଇଛି। ଡାକୁଆ ଯୁବକ ସଂଘର ସଭାପତି ମନୋଜ ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମକୁ ନରେନ୍ଦ୍ର ବିଶ୍ୱାଳ ସଂଯୋଜନା କରିଥିଲେ। ମୁଖ୍ୟ ଅତିଥି ଭାବରେ କଂଗ୍ରେସ ଯୁବ ନେତା ସମରେନ୍ଦ୍ର ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ଚିତ୍ତରଞ୍ଜନ ମିଶ୍ର, ବ୍ଳକ ଉପାଧକ୍ଷା ସୂର୍ଯ୍ୟକାନ୍ତି ଛତ୍ରୀଆ, କଂଗ୍ରେସ ସେବା ଦଳ ମୁଖ୍ୟ ଅସିତ ମିଶ୍ର, ଜରାସିଂହା ସମିତି ସଭ୍ୟ ଅମିତ ତ୍ରିପାଠୀ, ସମାଜ ସେବୀ ନୀଳକଣ୍ଠ ନାଗ, ପ୍ରଦୀପ ଛତ୍ରିଆ ଯୋଗ ଦେଇଥିଲେ। ଏହି ଅବସରରେ ୧୦ ଜଣ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories