www.samajalive.in
Monday, December 15, 2025
16.1 C
Bhubaneswar

ଅଧ୍ୟାପକ ଡ଼ଃ. ଗୌରୀ ଶଙ୍କର ଶତପଥୀଙ୍କୁ ଜ୍ଞାନ ମଉଡମଣି ଉପାଧି

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ସ୍ଥିତ ସହିଦ ଭଗତ ସିଂ କଲେଜର ଓଡ଼ିଆ ଅଧ୍ୟାପକ ତଥା ନାଟ୍ୟ ନିର୍ଦ୍ଦେଶକ ଡ଼ଃ. ଗୌରୀ ଶଙ୍କର ଶତପଥୀଙ୍କୁ ଜ୍ଞାନ ମଉଡମଣୀ ଉପାଧିରେ ସମ୍ମାନିତ କରାଯାଇଛି। ଯାହାକୁ ନେଇ ତାଙ୍କୁ ବିଭିନ୍ନ ମହଲରୁ ତାଙ୍କର ଶୁଭେଛୁ ମାନେ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କୁ ପୁରୀ ଅନ୍ନପୂର୍ଣ୍ଣା ଥିଏଟର ରଙ୍ଗମଞ୍ଚରେ କାଲଚୁରାଲ ଡେଭଲେପମେଣ୍ଟ ଫାଉଣ୍ଡେସନ ପକ୍ଷରୁ ଇଣ୍ଟେରନେସନାଲ ମେଗା ସୁପର କ୍ଳାସ ଡ଼ାନ୍ସ ଫେଷ୍ଟିବେଲ ଅପସରା ୨୦୨୩ ମହୋତ୍ସବରେ ସମ୍ମାନିତ କରାଯାଇଛି। ଫେଷ୍ଟିବେଲ ଡ଼ାଇରେକ୍ଟର ଡ଼ଃ. ଉପେନ୍ଦ୍ର କୁମାର ଶର୍ମା, ଭାଇସ ଚେୟାରମ୍ୟାନ ନାଟ୍ୟକାର ଡ଼ଃ. ମନୋଜ ପଣ୍ଡା, ସେଣ୍ଟଜାଭିଏର ଚେୟାରମ୍ୟାନ ବୀରସେନ ବେହେରା ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତିରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନାଟକରେ ଉଚ୍ଚକୋଟିର ନାଟ୍ୟ ନିର୍ଦ୍ଦେଶନା ଦେଇଛନ୍ତି। ତାଙ୍କୁ ନିର୍ଦେଶନା କ୍ଷେତ୍ରରେ ମଧ୍ୟ ସଫଳତା ମିଳିଥିବା ଜଣାପଡ଼ିଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories