www.samajalive.in
Sunday, December 14, 2025
23.1 C
Bhubaneswar

ବିଦ୍ୟୁତ ଆଘାତରେ ଶିଶୁ ଗୁରୁତର

କେଶଦୁରାପାଳ: ବିଦ୍ୟୁତ ଆଘାତରେ ଜଣେ ଶିଶୁ ଗୁରୁତର ହୋଇ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନାରୁ ପ୍ରକାଶ ଆନନ୍ଦପୁର ଥାନା ଅନ୍ତର୍ଗତ ଧବଣି ଗ୍ରାମର ଡ଼ମା ଚରଣ ହୋଙ୍କ ପୁଅ ସନ୍ଦିପ ହୋ (୩) ବର୍ଷ ମାମୁଁ ଘର କାଠ କଟାକୁ ଆସିଥିବା ବେଳେ ଘରେ ଖେଳୁଥିବା ସମୟରେ ସର୍ଟ ସର୍କିଟ ଯୋଗୁୁ ଶିଶୁର ବିଦ୍ୟୁତ ଆଘାତରେ ଗୁରୁତର ହୋଇଥିଲା। ପରିବାର ଲୋକେ ସଙ୍ଗେ ସଙ୍ଗେ ସନ୍ଦିପକୁ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସେ ସୁସ୍ଥ ଥିବା ଜଣାପଡିଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories