www.samajalive.in
Thursday, December 11, 2025
16.1 C
Bhubaneswar

ଅଭିଭାବକ ଆମ ଅଂଶୀଦାର କାର୍ଯ୍ୟକ୍ରମ ଅନୁଷ୍ଠିତ

ହରଭଙ୍ଗା: ହରଭଙ୍ଗା ବ୍ଲକ ଅନ୍ତର୍ଗତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଆମ ଅଂଶୀଦାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଈଶ୍ବର ପ୍ରସାଦ ମୁଦୁଲିଙ୍କ ସଭାପତିତ୍ୱରେ ଜିଲ୍ଲା ଅତିରିକ୍ତ ମଙ୍ଗଳ ଅଧିକାରୀ ସୌମ୍ୟରଂଜନ ରାୟ ମୁଖ୍ୟ ବକ୍ତା ବରଗୋଛା ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଞ୍ଚି ପ୍ରସାଦ ମହାରଣା ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ୭ ନମ୍ୱର ଜୋନର ଜିଲ୍ଲା ପରିଷଦ ସଦସ୍ୟ ବିଶ୍ୱଜିତ୍ ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଧନପତି କହଁର ଏବଂ ମୋ ସ୍କୁଲ ଆଲୁମନିର ସଭାପତି ନିରାକାର ଭୋଇ ମଞ୍ଚାସୀନ ଥିଲେ।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories