www.samajalive.in
Monday, December 15, 2025
15.1 C
Bhubaneswar

ଜବାହର ନବୋଦୟ ବିଦ୍ୟାଳୟରେ ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁଡ଼ି ପାଜୁ ଠାରେ ଥିବା ଜବାହର ନବୋଦୟ ବିଦ୍ୟାଳୟରେ ରବିବାର ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷା ନମିତା ରାଣୀ ପଣ୍ଡାଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏସ ଚନ୍ଦ୍ର ଶେଖର, ଶନି ଅଗ୍ରୱାଲ, ରବି କୁମାର ସିଂ, ଫଉଜିଆ ପି. ଏମ, ବସୁନ୍ଧରା ଚକ୍ରବର୍ତ୍ତୀ, ବି. ଆର ପ୍ରଧାନ, ଅଜୟ ସିଂ, ସୁଜାତା ମେଶ୍ରମ, ସୁଶାନ୍ତ କୁମାର ପାଢ଼ୀ, ରମଣ ପରାସର, ରାମ ସାଇ ହାଁସଦାଙ୍କ ସହ ନବୋଦୟ ବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ, ଛାତ୍ର ଛାତ୍ରୀ ସାମିଲ ଥିଲେ। କାର୍ଯ୍ୟକ୍ରମରେ ନବୋଦୟ ବିଦ୍ୟାଳୟ ପରିସର, ତୁଡ଼ିପାଜୁରେ ଥିବା ଗୋଶାଳା, ସଡ଼କ ଦୁଇ ପାର୍ଶ୍ଵ, ପଞ୍ଚାୟତ କାର୍ଯ୍ୟାଳୟ ପରିସର, ସ୍ୱାସ୍ଥ୍ୟ କେନ୍ଦ୍ର ଓ ପୋଷ୍ଟ ଅଫିସ ପରିସରକୁ ପରିଷ୍କାର ପରିଛନ କରିବା ସହ ଅଳିଆ ଆବର୍ଜନା ସଫା କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories