www.samajalive.in
Monday, December 15, 2025
16.1 C
Bhubaneswar

ଅନ୍ତର୍ଜାତୀୟ ବରିଷ୍ଠ ବ୍ୟକ୍ତି ଦିବସ ପାଳନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା -ଖଜୁରୀପଡା ବ୍ଲକ ପିରିକୁଡି ଗ୍ରାମପଞ୍ଚାୟତ ସ୍ଥିତ ଅହିଂସା ଜରାଶ୍ରମ ଠାରେ ରବିବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ବ୍ୟକ୍ତି ଦିବସ ପାଳନ କରାଯାଇଛି। ବ୍ଲକ ପ୍ରଶାସନ ତରଫରୁ ଏହି ମହତ୍ୱପୂର୍ଣ୍ଣ ଦିବସରେ ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଅନିମା କହଁର ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଏହାକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଖଜୁରୀପଡା ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଉର୍ବଶୀ ଦିଗାଲ, ସମାଜସେବୀ ଶ୍ରୀ ଅନନ୍ତ କୁମାର ଦିଗାଲ, ଗୁଦାରୀ ଉପ ସ୍ୱାସ୍ଥ୍ୟକେନ୍ଦ୍ର ସ୍ୱାସ୍ଥ୍ୟ କର୍ମୀ ବୃନ୍ଦାବନ ସ୍ୱାଇଁଙ୍କ ସହ ଓମ ଶାନ୍ତି ଐଶ୍ଵରୀୟ ବିଦ୍ୟାଳୟ ସଦସ୍ୟ ସଦସ୍ୟା, ଗୁଦାରୀ ମାଆ ମଙ୍ଗଳା ଏସଏଚଜି ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories