www.samajalive.in
Sunday, December 14, 2025
19.1 C
Bhubaneswar

ବାଉଁଶୁଣିରେ ସ୍ୱଚ୍ଛ ଭାରତ କାର୍ୟ୍ୟକ୍ରମ ପାଳିତ

ବାଉଁଶୁଣି: ବୌଦ୍ଧ ବ୍ଲକର ବାଉଁଶୁଣି ଜାତୀୟ ଦିବସ ପାଳନ ପରିଚାଳନା କମିଟି ପକ୍ଷରୁ ସ୍ୱଚ୍ଛ ଭାରତ କାର୍ୟ୍ୟକ୍ରମ ପାଳିତ ହୋଇଛି। ବାଉଁଶୁଣି ଭୁବନେଶ୍ୱର ବାବା ଶିବ ମନ୍ଦିର, ବାଉଁଶୁଣି ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ସ୍ୱଚ୍ଛ ତା ହିଁ ସେବା ଉଦ୍ଦେଶ୍ୟରେ ଏକ ଘଣ୍ଟା ସଫେଇ କାର୍ୟ୍ୟରେ କମିଟିର ସଦସ୍ୟ ଶ୍ରମ ଦାନ କରିଥିଲେ। ସେହିପରି ତାଳସରଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂଗ୍ରାମପୁର (ଉ.ପ୍ରା) ମଇ ବିଦ୍ୟାଳୟରେ ଭାରତ ସରକାରଙ୍କ ସ୍ୱଚ୍ଛ ଭାରତ ଅଭିଯାନ କାର୍ୟ୍ୟକ୍ରମ ପାଳିତ ହୋଇଛି। ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ସାହାଜପାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗଣେଶ ମନ୍ଦିର, ସଂଗ୍ରାମ ପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ରର୍ୟ୍ୟନ୍ତ ସଫା ସୁତୁରା ରଖିଥିଲେ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories