www.samajalive.in
Sunday, December 7, 2025
23.1 C
Bhubaneswar

ପୁଣି ଭାରରେ ବୁହା ହେଲେ ଜନନୀ

କୋରାପୁଟ : କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଆମ୍ବପଦର ଗାଁରେ ପୁଣି ଜନନୀ ଯନ୍ତ୍ରଣା ଦୃଶ୍ୟ ସାମ୍ନାକୁ ଆସିଛି। ରାସ୍ତା ନଥିବାରୁ ଜଣେ ପ୍ରସୂତୀଙ୍କୁ ପୁଣି ଭାରରେ ଆମ୍ବପଦର ଗାଁରୁ ମାଣ୍ଡ୍ରାଗାଁ ଯାଏ ବୁହା ହୋଇଥିବା ରବିବାର ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ମହିଳାଙ୍କୁ ଯନ୍ତ୍ରଣା ଅନୁଭବ ହେବାରୁ ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଉକ୍ତ ଗାଁଙ୍କୁ ରାସ୍ତାର ଅବସ୍ଥା ଠିକ ନଥିବାରୁ ପରିବାର ଲୋକେ ତାଙ୍କୁ ଭାରରେ ବୋହି ଆମ୍ବପଦର ଗାଁରୁ ମାଣ୍ଡ୍ରାଗାଁ କୁ ଆଣିଥିଲେ। ଏହାପରେ ମାଣ୍ଡ୍ରାଗାଁ ରୁ ଆମ୍ବୁଲାନ୍ସରେ ତାଙ୍କୁ ଦଶମନ୍ତପୁର ମେଡ଼ିକାଲ ନିଆଯାଇଥିବା ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories