www.samajalive.in
Sunday, December 14, 2025
18.1 C
Bhubaneswar

ବିଜେପି ପକ୍ଷରୁ ବୁଥ ସଶକ୍ତିକରଣ ଓ ସତ୍ୟାପନ୍ କାର୍ଯ୍ୟକ୍ରମ

ହରଭଙ୍ଗା: ହରଭଙ୍ଗା ବ୍ଲକ ସରସରା ୭ନମ୍ବର ଜୋନର କରଡ଼ି ଗ୍ରାମରେ ରବିବାର ବିଜେପି ପକ୍ଷରୁ ବୁଥ ସଶକ୍ତିକରଣ ଓ ସତ୍ୟାପନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି। ଏଥିରେ ଜୋନର ସମସ୍ତ ଶକ୍ତି କେନ୍ଦ୍ରର ପ୍ରମୁଖ ଓ ପ୍ରଭାରୀ, ବୁଥ ସଭାପତି ଆଦି କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଏଥିରେ ବିଭିନ୍ନ ମୋର୍ଚ୍ଚା ସଭାପତି ମାନଙ୍କୁ ଚୟନ କରାଯାଇଥିଲା। ଶେଷରେ ସ୍ବଚ୍ଛତା ହି ସେବା ସେବା କାର୍ଯ୍ୟକ୍ରମରେ ବସ୍ତିର ଅଳିଆ ସଫା କରିବା ସଙ୍ଗେ ସଙ୍ଗେ ଲୋକଙ୍କୁ ସ୍ବଚ୍ଛତା ପ୍ରତି ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ସମ୍ଭୁ ପ୍ରଧାନଙ୍କ ସହିତ ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ସୂର୍ଯ୍ୟ ମହାପାତ୍ର, ଶେଷ ଛନ୍ଦ, ପୂର୍ଣ୍ଣ ଗାଇଗୌରିଆ, ବିଶିକେଶନ ପ୍ରଧାନ, ହୃଦା ନାୟକ, ନିର ପୃଷ୍ଟି, ଉସତ୍ ପ୍ରଧାନ, ଧନେଶ୍ଵର ବାରିକ ପ୍ରମୁଖ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories