www.samajalive.in
Monday, December 15, 2025
17.1 C
Bhubaneswar

ହରଭଙ୍ଗା ପଂଚାୟତ ସମିତି ପକ୍ଷରୁ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ

ହରଭଙ୍ଗା: ହରଭଙ୍ଗା ପଂଚାୟତ ସମିତି ପକ୍ଷରୁ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି। ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକଙ୍କ ଅଧ୍ୟକ୍ଷତାରେ ହରଭଙ୍ଗା ତହସିଲଦାର ଶୀବାନି ଦାଶ ଏବଂ ବ୍ଲକ କର୍ମଚାରୀ, ତହସିଲ କର୍ମଚାରୀ ଚାରିଛକ ବଜାର ଅଂଚଳ ପରିଷ୍କାର କରିବା ସହ ଲୋକଙ୍କୁ ସଚେତନ କରିଥିଲେ। ଏହି ଅବସରରେ ବ୍ଲକ ଅଫିସ ଠାରୁ ଏକ ର‍୍ୟାଲି ବାହାରି ଚାରିଛକ ବଜାର ପରିକ୍ରମା କରି ତହସିଲ, ଦମକଳ ଅଫିସ, ଥାନା ଭଳି ବିଭିନ୍ନ କାର୍ଯ୍ୟାଳୟ ଏବଂ ବଜାରରେ ଅଳିଆ ଆବର୍ଜନା ସଫା କରିବା ସହ ପରିବେଶକୁ ସ୍ୱଛତା ରଖିବା ପାଇଁ ଲୋକଙ୍କୁ ସଚେତନ କରିଥିଲେ। ସେହିପରି ଚାରିଛକ, ପୁରୁଣାକଟକ, ହରଭଙ୍ଗା, ଆଡେଣିଗଡ଼ ସ୍ୱାସ୍ଥ୍ୟ କେନ୍ଦ୍ର, ତ୍ରିନାଥ ସାଂସ୍କୃତିକ ଯୁବ ପରିଷଦ କରଞକଟା ଏବଂ ବିଭିନ୍ନ ଅନୁଷ୍ଠାନରେ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories