www.samajalive.in
Monday, December 15, 2025
14.1 C
Bhubaneswar

ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଫୁଲବାଣୀ: ସ୍ଥାନୀୟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସ୍ୱଚ୍ଛାତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ଼.ଜ୍ୟୋତି ପ୍ରକାଶ ରଥଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ମୋନାସିଲା ଦାସ, ଶ୍ରାବଣୀ ବେହେରା, ଏମ. ମହାରଣା, ପିଙ୍କି ବିଶ୍ୱାଳ, ସୁଜାତା ବେହେରା, ରୁପେଶ୍ୱର କୁମୁରା ଏବଂ ଆଦିତ୍ୟ ଝାଙ୍କରଙ୍କ ସମେତ ଛାତ୍ରଛାତ୍ରୀ ମାନେ ସାମିଲ୍‌‌ ହୋଇ ବିଦ୍ୟାଳୟ ପରିସରରେ ସଫେଇ କରିଥିଲେ। ଏହି ଅବସରରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories