www.samajalive.in
Monday, December 8, 2025
24.1 C
Bhubaneswar

ପ୍ରାକୃତିକ କୃଷି ସମ୍ପର୍କିତ କର୍ମଶାଳା

ଜି ଉଦୟଗିରି: ଅନନ୍ୟା ମୁଖ୍ୟ ଉପଦେଷ୍ଟା ଅମରେଶ୍ୱର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଦିନିକିଆ ପ୍ରାକୃତିକ କୃଷି ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରହଲ୍ଲାଦ ସେନାପତି, ସମ୍ମାନିତ ଅତିଥି ଭାବେ ବରିଷ୍ଟ କୃଷିବିତ ଡଃ ଏକାଦଶୀ ନନ୍ଦୀ, ପ୍ରାକୃତିକ କୃଷି ବିଭାଗ ଓଡ଼ିଶା ସରକାର ତଥା ସ୍କିମ ଅଧିକାରୀ ପ୍ରଦୀପ ସେଠୀ, ଡ ରାଘବେନ୍ଦ୍ର ଗୌଡ ଓ ଡ ବସନ ଗୌଡ, କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର କଟକର ଅତିରିକ୍ତ ଜିଲ୍ଲା କୃଷି ଅଧିକାରୀ ସୁବାଷ ଚନ୍ଦ୍ର ବେହେରା, ବରିଷ୍ଟ ବୈଜ୍ଞାନିକ ଡ ନାରାୟଣ ବାର ପ୍ରମୁଖ ମଞ୍ଚାସିନ ରହି ପ୍ରାକୃତିକ କୃଷି ସମ୍ପର୍କିତ ଚାଷ ଉପରେ ଆଲୋକପାତ କରିଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories