www.samajalive.in
Friday, December 5, 2025
19.1 C
Bhubaneswar

କଂଗ୍ରେସର ସାଂଗଠନିକ ବୈଠକ

ପିପିଲି: ପିପିଲି ବ୍ଲକ ନୂଆଶାସନ ପଞ୍ଚାୟତ ଅନ୍ତର୍ଗତ ଦକ୍ଷିଣସାହି ତ୍ରିନାଥ ଦେବଙ୍କ ମନ୍ଦିର ପରିସରରେ କଂଗ୍ରେସର ପଞ୍ଚାୟତ ସ୍ତରୀୟ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଦେବରାଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ଯୋଗ ଦେଇ କଂଗ୍ରେସକୁ କ୍ରୀୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ସାଧାରଣ ନିର୍ବାଚନରେ କଂଗ୍ରେସ କିଭଳି ନିଜର ପୁରୁଣା ଦୁର୍ଗ କୁହାଯାଉଥିବା ପିପିଲି ନିର୍ବାଚନ ମଣ୍ଡଳୀକୁ ପୁଣି ଥରେ ଦଖଲ କରିବ ସେଥି ନେଇ ମାନସ ମନ୍ଥନ କରାଯାଇଥିଲା। କଂଗ୍ରେସ କର୍ମୀଙ୍କ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରକୃତ ଗରୀବ ହିତାଧିକାରୀମାନେ ଯେପରି କୌଣସି ସରକାରୀ ଯୋଜନାରୁ ବଞ୍ଚିତ ନହୁଅନ୍ତି ସେଦିଗରେ କର୍ମୀମାନେ କାର୍ଯ୍ୟ କରିବାକୁ ଶ୍ରୀ ମିଶ୍ର ପରାମର୍ଶ ଦେଇଥିଲେ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories