www.samajalive.in
Friday, December 5, 2025
20.1 C
Bhubaneswar

ପୁଷ୍ଟିଶସ୍ୟ ରୋଷେଇ ପ୍ରତିଯୋଗୀତା ଅନୁଷ୍ଠିତ

ଢେଙ୍କାନାଳ ସଦର: ଅନ୍ତର୍ଜାତୀୟ ପୁଷ୍ଟି ଶସ୍ୟ ବର୍ଷ ଅବସରରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦେଶାଳୟ ଏବଂ କୃଷି ବୈଷୟିକ ପରିଚଳନା ସଂସ୍ଥା (ଆତ୍ମା) ଢେଙ୍କାନାଳ ସହାୟତାରେ ୱାସନ ଓ ଇଡ଼ିଅଟ ପକ୍ଷରୁ ପୁଷ୍ଟିଶସ୍ୟ ରୋଷେଇ ପ୍ରତିଯୋଗୀତା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡିଶା ମିଲେଟ ମିଶନ ଜିଲ୍ଲା ସଂଯୋଜକ ରାକେଶ କୁମାର ସାହୁ, ଜ଼ିଲ୍ଲା ହିସାବ ରକ୍ଷକ ଜୟରାମ ପ୍ରଧାନ, କୃଷି ବୈଷୟିକ ପରିଚାଳନା ସଂସ୍ଥା ଆତ୍ମାର ଓଡାପଡା ବ୍ଲକ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ପ୍ରତିଯୋଗିତାରେ ୧୫ ଜଣ ପ୍ରତିଯୋଗୀ ମାଣ୍ଡିଆ, କାଙ୍ଗୁ, କାକରା, ବରା, ପକୁଡି, କେକ, ଖିରି, ମାଣ୍ଡିଆ ଆଳୁ ପରଟା, ଦୋସା, ଲଡ଼ୁ, ସୁପ, ଜହ୍ନଆଁ ଉଖୁଡା, ଆରିସା ଆଦି ଅନେକ ପ୍ରକାର ଖାଦ୍ୟ ପ୍ରସ୍ତୁତ କରିଥିଲେ। ସେମାନଙ୍କ ମଧ୍ୟରୁ ତିନି ଜଣ ପ୍ରତିଯୋଗୀ ଜିଲ୍ଲା ସ୍ତରକୁ ମନୋନୀତ ହୋଇଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories