www.samajalive.in
Sunday, December 7, 2025
26.1 C
Bhubaneswar

ଶହୀଦ ବାଜି ରାଉତଙ୍କ ଜନ୍ମ ବାର୍ଷିକୀ ଓ କ୍ରାନ୍ତିକାରୀ ପ୍ରଶାନ୍ତ ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ

ଢ଼େଙ୍କାନାଳ ସଦର: ଆମ୍ ଆଦମୀ ପାର୍ଟି ପକ୍ଷରୁ ବିଶ୍ୱର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଜନ୍ମ ବାର୍ଷିକୀ ଏବଂ କ୍ରାନ୍ତିକାରୀ ପ୍ରଶାନ୍ତ ମିଶ୍ରଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆମ୍ ଆଦମୀ ପାର୍ଟିର ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ର ବାଜିଚୌକ ସ୍ଥିତ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ଦେଶରେ ଚାଲିଥିବା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଚାଲିଥିବା ଲଢେଇରେ ସାମିଲ ହେବାପାଇଁ ଆହ୍ୱାନ ଦେଇଥିଲେ। ପରେ ସ୍ଥାନୀୟ ଟାଉନ ହଲ ଠାରେ ବାଜି ରାଉତଙ୍କ ଜୀବନୀ ଆଲୋଚନା ଚକ୍ରରେ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଡାକ୍ତର ପ୍ରମୋଦ ନାୟକ ଯୋଗ ଦେଇ ଶହୀଦ ବାଜି ରାଉତ ଏବଂ କ୍ରାନ୍ତିକାରୀ ନେତା ପ୍ରଶାନ୍ତ ମିଶ୍ରଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖିଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories