www.samajalive.in
Sunday, December 14, 2025
16.1 C
Bhubaneswar

ବିଜେଡିର ବିଶାଳ ଜନସମ୍ପର୍କ ପଦଯାତ୍ରା

କାମାକ୍ଷାନଗର: କାମାକ୍ଷାନଗର ବିଧାୟକ ତଥା ଖଣି ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ନିର୍ଦ୍ଦେଶ କ୍ରମେ କାକାମାକ୍ଷାନଗର ନିର୍ବାଚନ ମଣ୍ଡଳୀର ଜଗନ୍ନାଥପୁର ଗ୍ରାମପଞ୍ଚାୟତରେ ବିଜୁ ଜନତା ଦଳ ତରଫରୁ ଏକ ଜନସମ୍ପର୍କ ପଦଯାତ୍ରା ଓ ପଥପ୍ରାନ୍ତ ସଭା ଆଜି ଅନୁଷ୍ଠିତ ହୋଇଯାଇଛି। ଏଥିରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କରିଥିବା ଜନକଲ୍ୟାଣ କାରି ଯୋଯନା ବିଷୟରେ ଆଲୋକପାତ କରିଥିଲେ। ଏହି ଜନସମ୍ପର୍କ ପଦଯାତ୍ରା କାମାକ୍ଷାନଗର ବ୍ଳକର ସମସ୍ତ ବିଜୁ ଜନତା ଦଳର କର୍ମୀ ସାମିଲ ହୋଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories