www.samajalive.in
Monday, December 15, 2025
15.1 C
Bhubaneswar

ଅଗ୍ନି ନିରାପତ୍ତା ନେଇ ସଚେତନତା କାର୍ଯ୍ୟକ୍ରମ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ କାମାକ୍ଷାନଗର ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ଅଗ୍ନି ନିରାପତ୍ତା ସମ୍ବନ୍ଧୀୟ ଏକ ମକ୍ ଡ୍ରିଲ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିଆଁ ଲାଗିଲେ ଏହାକୁ କେମିତି ଆୟତ୍ତ କରିବା ସହ ଅଗ୍ନି ଦାଉରୁ କେମିତି ରକ୍ଷା ପାଇ ପାରିବା ସେ ନେଇ ମକ୍ ଡ୍ରିଲ୍ ମାଧ୍ୟମରେ ସଚେତନତା କରାଯାଇଛି। ଏହି କାର୍ଯ୍ୟକ୍ରମରେ କାମାକ୍ଷାନଗର ଅଗ୍ନିଶମ କେନ୍ଦ୍ରର ଅଧିକାରୀ କାହ୍ନୁ ଚରଣ ସ୍ବାଇଁ ଓ ତାଙ୍କ ଟିମ୍ ଛାତ୍ରଛାତ୍ରୀମାନଙ୍କୁ ନିଆଁରୁ ରକ୍ଷା ପାଇବାର ବିଭିନ୍ନ କୌଶଳ ଶିଖାଇଥିଲେ। ଏଥିନିମନ୍ତେ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାନ୍ତି ଅଗ୍ନିଶମ ବାହିନୀର କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories