bjd gruha runa

ଗାଁ ନିକଟ ଜଙ୍ଗଲରେ ଦନ୍ତାହାତୀର ମୃତଦେହ ଠାବ

BJD Bijuli 480×75 Mob

ଅନୁଗୁଳ : ଅନୁଗୁଳ ହଣ୍ଡପା ରେଞ୍ଜ ଲକ୍ଷ୍ମୀପୁର ଗାଁ ନିକଟ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ସୋମବାର ଠାବ ହୋଇଛି। ବାରହା ଶିକାର ପାଇଁ ବିଛା ଯାଇଥିବା ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ହାତୀଟିର ବୟସ ଜଣାପଡ଼ି ନଥିବା ବେଳେ ଖବର ପାଇଁ ହଣ୍ଡପା ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଥିବା ସୂଚନା ମିଳିଛି।

Comments are closed.