www.samajalive.in
Saturday, December 13, 2025
26.1 C
Bhubaneswar

ସଖୀ ୱାନଷ୍ଟପ ସେଣ୍ଟରର ପଞ୍ଚମ ବାର୍ଷିକ ଉତ୍ସବ

ଫୁଲବାଣୀ: ବାଲିଗୁଡ଼ା ସ୍ଥିତ ବନବାସୀ ସେବା ସମିତି ଦ୍ୱାରା ପରିଚାଳିତ ଫୁଲବାଣୀ ସଖୀ ୱାନଷ୍ଟପ ସେଣ୍ଟର ପଞ୍ଚମ ବାର୍ଷିକ ଉତ୍ସବ ସହିତ ଷ୍ଟେକ୍‌‌ ହୋଲଡ଼ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଡ଼ି.ଏସ୍‌‌.ପି ସୁବ୍ରତ କୁମାର ବେହେରା, ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ରଜତ କୁମାର ଦିଗାଲ ସଭ୍ୟ ସଦାଶିବ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସଖୀର ପରିଚାଳିକା ଅପର୍ଣ୍ଣା ବେହେରା କାର୍ଯ୍ୟକ୍ରମ ଲକ୍ଷ ଏବଂ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିବା ବେଳେ ଆଇନଜୀବି ନନ୍ଦିତା କୁମାରୀ ବିଭିନ୍ନ ଆଇନ ଦିଗ ଉପରେ ଆଲୋକପାତ କରିଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories