www.samajalive.in
Sunday, December 14, 2025
26.1 C
Bhubaneswar

ରେଙ୍ଗାଲି ଆଦର୍ଶ ବିଦ୍ୟାଳୟରେ ୟଙ୍ଗ୍ ଏଷ୍ଟ୍ରୋନମର ଟ୍ୟାଲେଣ୍ଟ ସର୍ଚ୍ଚ ୨୦୨୩

ରେଙ୍ଗାଲି: ରେଙ୍ଗାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଯୁବ ଆକାଶ ବିଜ୍ଞାନୀ (ଖଗୋଳବିଦ୍) ଚୟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷରମଣୀ କାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରତିଯୋଗିତାରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ୨୦୦ ଜଣ ଛାତ୍ରଛାତ୍ରୀ ମୁକ୍ତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ ଆଠ ଜଣ ଛାତ୍ରଛାତ୍ରୀ ପ୍ରିୟାଂଶି ଶି, ଅନ୍ୱେଷା ବେହେରା, ସ୍ଵୟଂଶ୍ରୀ ଜେନା, ପ୍ରାଚୀ ଓରାମ, ଆଭାସ ମେହେର, ଅପର୍ଣା ଭୋଇ, ରଜତ ଷଣ୍ଢ, ପୁନମ ନାୟକ କୃତକାର୍ଯ୍ୟ ହୋଇ ପୁରସ୍କୃତ ହୋଇଥିଲେ। ଏହି ଅବସରରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ବହୁ ବିକଳ୍ପ ପ୍ରଶ୍ନ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି ପରୀକ୍ଷାରେ ମୋଟ୍ ୩୯ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories