mission shakti banner

କମ୍ୟୁନିଟି ସେଣ୍ଟର ଶିଳାନ୍ୟାସ କଲେ ମନ୍ତ୍ରୀ ପ୍ରଦିପ ଅମାତ

nua o banner

ବୌଦ୍ଧ: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ରାଧାନଗର ପଂଚାୟତର ପିପଲକଟା ଗ୍ରାମରେ ଆଜି ଏକ କମ୍ୟୁନିଟି ସେଣ୍ଟର ଶିଳନ୍ୟାସ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ଜଙ୍ଗଲ ଓ ପରିବେଶ, ପଂଚାୟତରାଜ, ପାନୀୟଜଳ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ୮ ଲକ୍ଷ ଟଙ୍କା ବ୍ୟୟରେ ହେବାକୁ ଥିବା ଏହି କମ୍ୟୁନିଟି ସେଣ୍ଟରର ଶିଳାନ୍ୟାସ କରିଥିଲେ। ଏହି ଅବସରରେ କାର୍ତ୍ତିକ ଦେହୁରୀ, ପୂର୍ବତନ ଏନଏସି ଉପାଧ୍ୟକ୍ଷ ବସନ୍ତ କୁମାର ସ୍ୱାଇଁ,ହରିଶ ମିଶ୍ର, ୱାର୍ଡମେମ୍ବର ନନ୍ଦିରାଜ ଜଗଦଲା ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.