www.samajalive.in
Sunday, December 14, 2025
26.1 C
Bhubaneswar

ବିଜେଡିର ଶକ୍ତି ପ୍ରଦର୍ଶନ, ପଦଯାତ୍ରାରେ ସାମିଲ ହେଲେ ହଜାର ହଜାର କର୍ମୀ

ବୌଦ୍ଧ: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟବ୍ୟାପୀ ବିଜେଡିର ଜନସଂପର୍କ ପଦଯାତ୍ରା ଅବସରରେ ବୌଦ୍ଧରେ ଶାସକ ବିଜେଡି ଶକ୍ତି ପ୍ରଦର୍ଶନ କରିଛି। ବୌଦ୍ଧ ସହରର ବୁଟୁପାଲିଠାରୁ ବୌଦ୍ଧ ବିଧାୟକ ତଥା ମନ୍ତ୍ରୀ ପ୍ରଦିପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା ବାହାରି ହାତୀଶାଳ ଛକ, ବାଘଗୁଡା ଛକ, ଗାନ୍ଧୀ ଛକ ଦେଇ ଟାଉନହଲ ପର୍ଯ୍ୟନ୍ତ ଯାଇଥିଲା। ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ଜିଲା ପର୍ଯ୍ୟବେକ୍ଷକ ସୌଭାଗ୍ୟ ରଂଜନ ନାୟକ, ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଚିତ କର୍ଣ୍ଣ, ପୂର୍ବତନ ବାଲିଗୁଡା ବିଧାୟକ ଭଗବାନ କହଁର, ଜିଲାବରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ, ରାଜ୍ୟ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ଜିଲା କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ପ୍ରଧାନ, ଜିଲାପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ର ଓ ବୌଦ୍ଧ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ସଭାପତି ଅରୁଣ କୁମାର ପ୍ରଧାନଙ୍କ ସମେତ ବହୁ ସଂଖ୍ୟାରେ ଦଳୀୟ ନେତୃବର୍ଗ ଓ ହଜାର ହଜାର ସଂଖ୍ୟାରେ କର୍ମୀ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories