www.samajalive.in
Friday, December 12, 2025
14.1 C
Bhubaneswar

ମିଶନ ଶକ୍ତି ଯୋଜନାରେ ୧୧୨ ମହିଳାଙ୍କୁ ମିଳିଲା ସ୍କୁଟର ଋଣ

ବୌଦ୍ଧ: ମିଶନ ଶକ୍ତି ସ୍କୁଟର ଯୋଜନାରେ ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି। ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଅତିଥି ଭାବେ ଉପସ୍ଥିତ ଥିଲେ। ଜିଲ୍ଲାପାଳଙ୍କ ଭିଡିଓ କନଫେରେନ୍ସ କକ୍ଷଠାରେ ରାଜ୍ୟ ସ୍ତରୀୟ ଉଦଘାଟନୀ ସମାରୋହରେ ଆଭାସି ମାଧ୍ୟମରେ ସମସ୍ତ ଅତିଥି ସାମିଲ ହୋଇଥିଲେ। ବୌଦ୍ଧ ଜିଲ୍ଲାର ଆଜି ଜିଲ୍ଲ ୧୧୨ ଜଣଙ୍କୁ ଅତିଥି ମାନଙ୍କ ଦ୍ଵାରା ସ୍କୁଟର ପ୍ରଦାନ କରାଯାଇଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories