www.samajalive.in
Saturday, December 6, 2025
26.1 C
Bhubaneswar

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ସେଣ୍ଟ କାଥାରିନା ବାଳିକା ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଶିଶୁ କନ୍ୟା ଦିବସ ପାଳନ ହୋଇଯାଇଅଛି। ରାଇକିଆ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡିବନ୍ଧୁ ବେହେରାଙ୍କ ସଭାପତିତ୍ଵରେ ଆୟୋଜିତ କାର୍ୟ୍ୟକ୍ରମରେ ରାଇକିଆ ବ୍ଲକ ଉପାଧ୍ୟକ୍ଷା ରିନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗେ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଏବିଓ ସାରଥି କହଁର, ସୀମାଦ୍ରି କହଁର, ଧନେଶ୍ଵର ଖୁଣ୍ଟିଆ ଏବଂ ଅନ୍ୟ ମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ସରୋଜିନୀ ପ୍ରଧାନ, ମୋ ସ୍କୁଲ ଜିଲ୍ଲା ସଂଯୋଜକ ଏନ. ସୁସ୍ମିତା, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିର୍ମାସିନୀ ପ୍ରଧାନ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories