www.samajalive.in
Sunday, December 14, 2025
17.1 C
Bhubaneswar

ହାତୀ ଆକ୍ରମଣରେ ଯୁବକ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲାର କୁତ୍ରା ଥାନା ଅନ୍ତର୍ଗତ ସିଆଲଯୋର ଗାଁରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଁରେ ପଶିଥିବା ହାତୀଙ୍କୁ ଘଉଡ଼ାଉଥିବା ବେଳେ ଏକ ହାତୀ ଜଣେ ଯୁବକଙ୍କୁ ଦଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି।ସୂଚନାଯୋଗ୍ୟ, ସିଆଲଯୋର ଗାଁରେ ଗୁରୁବାର ବିଳମ୍ବିତ ରାତିରେ ହାତୀପଲ ପଶିଥିଲେ। ଗ୍ରାମବାସୀ ମିଳିତ ଭାବେ ହାତୀପଲଙ୍କୁ ଘଉଡ଼ାଉଥିବା ସମୟରେ ଏକ ହାତୀ ହାବୁଡ଼ରେ ଉକ୍ତ ଯୁବକ ଜଣକ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଆକ୍ରମଣ କରି ପାଦରେ ଦଳି ଦେଇଥିଲା।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories