www.samajalive.in
Monday, December 15, 2025
27.1 C
Bhubaneswar

କୁମୁରିଗୁଡ଼ା ବୁଲାଣିରେ ବାଇକ ଦୁର୍ଘଟଣା, ଜଣେ ମୃତ

ଫୁଲବାଣୀ: ବୁଧବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ କୁମୁରିଗୁଡ଼ା ବୁଲାଣିରେ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳୁ କିଛି ବ୍ୟକ୍ତି ଦେଖିଥିଲେ ଏବଂ ସେମାନେ ସଦର ଥାନାରେ ଖବର ଦେଇଥିଲେ। ସଦର ଥାନା ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରି ଆମ୍ବୁଲାନ୍ସ ଯୋଗେ ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫୁଲବାଣୀକୁ ପଠାଇ ତଦନ୍ତ ଆରମ୍ଭ କରିଥିଲେ। ମୃତ ଯୁବକ ଜଣକ ହେଲେ ଜି ଉଦୟଗିରି ଥାନା ଅନ୍ତର୍ଗତ ବାଲୁପାଙ୍ଗା ଗ୍ରାମର ମଦନ ମୋହନ ପ୍ରଧାନଙ୍କ ପୁଅ ଦେବୀ ପ୍ରସାଦ ପ୍ରଧାନ (୨୧)।

Hot this week

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories