www.samajalive.in
Monday, December 15, 2025
17.1 C
Bhubaneswar

କନ୍ଦେଇ ଗ୍ରାମପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

କଣ୍ଟାବାଞ୍ଜି: ତୁରେକେଲା ବ୍ଲକ କନ୍ଦେଇ ପଞ୍ଚାୟତରେ କଣ୍ଟାବାଞ୍ଜି ବିଜେଡି ବରିଷ୍ଠ ନେତା ଅଜୟ ଦାସଙ୍କ ନେତୃତ୍ବରେ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ କୃଷକ ମୋର୍ଚ୍ଚା ସଭାପତି ଲଛମନ ପୁଟେଲ, ଦୁର୍ଯ୍ୟୋଧନ ଆଡ଼ଜୁଆଡ଼, ଡିଙ୍ଗର ବାଗ, ଅମିଲ ପୁଟେଲ, ବନା ଭୋଇ, ମୂଣସି ବାଗ, ଅକ୍ଷୟ ବାଗ, ପୁରନ୍ଦର ପୁଟେଲ, ଲକ୍ଷ ବାଗ, ଗୁଞ୍ଜ ବାଗ, ବିଷ୍ଣୁ ବେହେରା, ହାରିବନ୍ଧୁ ସିପକା, କହନ୍ତି ଭୋଇ, ରାଜମତି ଭୋଇ, କୈକେଇ ଜଗତ, ସୁମିତ୍ରା ପୁଟେଲ, ସାନ ଗହୀର, ରାମଦେଇ ବାଗ, ଗୁରୁବାରୀ ପୁଞ୍ଜି, ସେବତୀ କଟା ଓ ବହୁ ବିଜେଡି କର୍ମୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories