www.samajalive.in
Saturday, December 6, 2025
15.1 C
Bhubaneswar

ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତି ଜନ୍ମମାଟିରେ ଲୋକାର୍ପିତ

ସୁଆଣ୍ଡୋ : ପୁରୀ ଜିଲା ବୀରହରେକୃଷ୍ଣପୁର ଗ୍ରାମ ଛକରେ ସହିଦ ରାଜଗୁରୁଙ୍କ ପ୍ରତିମୂର୍ତ୍ତି ଜନ୍ମମାଟିରେ ଲୋକାର୍ପିତ ହୋଇଛି। ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପକ୍ଷରୁ ୧୧ଲକ୍ଷ ଟଙ୍କା ବ୍ୟୟରେ ପ୍ରତିମୂର୍ତ୍ତିଟି ନିର୍ମାଣ କରାଯାଇଥିବା ଜଣାପଡ଼ିଛି। ଏହି ପରିପ୍ରେକ୍ଷୀରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି , ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଡ଼ ଅଶୋକ ପଣ୍ଡା , ସଂସ୍କୃତି ସଚୀବ ମନୋରଞ୍ଜନ ପାଣିଗ୍ରାହୀ ଓ ଜିଲ୍ଲାପାଳ ଜ୍ୟୋତିପ୍ରକାଶ ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ରାଜଗୁରୁଙ୍କ ପ୍ରତିମୂର୍ତ୍ତି ଜନ୍ମମାଟିରେ ଲୋକାର୍ପିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଓ ଗ୍ରାମବାସୀମାନେ ଯୋଗ ଦେଇଥିଲେ। ଶ୍ରୀ ଜଗନ୍ନାଥ ସେବା ବିକାଶ ପରିଷଦ ତରଫରୁ ସଂକୀର୍ତ୍ତନ କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories