www.samajalive.in
Sunday, December 14, 2025
26.1 C
Bhubaneswar

ମାଉଜର ଲଗାଇ ୨୩ ହଜାର ଲୁଟିନେଲେ ଦୁର୍ବୁତ୍ତ

ଗଞ୍ଜାମ: ଗଞ୍ଜାମ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଜଣେ ବାଇକ ଆରୋହୀକୁ ଅନ୍ଧାରର ସୁଯୋଗ ନେଇ ମୁଣ୍ଡରେ ମାଉଜର ଲଗାଇ ୨୩ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ବାଇକ ଆରୋହୀ ଜଣକ ହେଲେ ରମ୍ଭା ଥାନା ଖଟୁଆକୁଦା ଗ୍ରାମର ରୋହିତ ଛଟେଇ ଅଟନ୍ତି। ସେ ଏନେଇ ଗତକାଲି ଗଞ୍ଜାମ ଥାନାରେ ଏତଲା ଦେଇଛନ୍ତି। ଏହି ଘଟଣା ପରେ ପୁଲିସ ତଦନ୍ତ ଜାରି ରଖିଛି।

ସୂଚନା ଯୋଗ୍ୟ ଯେ ଗତକାଲି ରାତି ପ୍ରାୟ ସାଢେ ଦଶଟା ସମୟରେ ନିଜ ବାଇକରେ ବ୍ରହ୍ମପୁରରୁ ଗ୍ରାମକୁ ଫେରୁଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ସନ୍ତୋଷୀ ମା’ ମନ୍ଦିର ସମୁଖରେ ଗୋଟିଏ ମୋଟର ସାଇକେଲରେ ଜଣେ ଦୁର୍ବୁତ୍ତ ହଠାତ ରୋହିତଙ୍କ ଛାତି ଓ ମୁଣ୍ଡରେ ମlଉଜର ଲଗାଇ ୨୩ ହଜାର ଟଙ୍କା ଲୁଟି ନେଇଥିଲେ। ଥାନା ଆଇଆଇସି ସୁମିତ୍ରା ପାତ୍ର ଚାରିଆଡେ ଖୋଜାଖୋଜି କରିଥିଲେ ମଧ୍ୟ ଦୁର୍ବୁତ୍ତଙ୍କ ଟେର ପାଇ ପାରିନାହାନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories