www.samajalive.in
Monday, December 15, 2025
16.1 C
Bhubaneswar

ସୂରଜମଲ୍ କଲେଜରେ ରାଷ୍ଟ୍ରୀୟ ଏକତା ଦିବସ

ରେଙ୍ଗାଲି: ରେଙ୍ଗାଲି ସୂରଜମଲ୍ ମହାବିଦ୍ୟାଳୟର ଏନ୍.ଏସ୍ .ଏସ୍‌ଶାଖା ପକ୍ଷରୁ ଆଜି ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ମନୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପ୍ରାଧ୍ୟାପକ ଜ୍ଞାନେନ୍ଦ୍ର ନାରାୟଣ ସାହୁ, ଅଧ୍ୟାପକ ସୁଜିତ କୁମାର ଷଡ଼ଙ୍ଗୀ, ଡ. ଅଭିମନ୍ୟୁ ବେହେରା, ଅଜିତ କୁମାର ନାୟକ, ଅଧ୍ୟାପିକା ଶିଖା ଶତପଥି ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରାଦେଶିକ ରାଜ୍ୟ ଗୁଡ଼ିକୁ ଏକତ୍ରିତ କରିବାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। କଲେଜର ଜାତୀୟ ସେବା ଯୋଜନାର କାର୍ଯ୍ୟନିର୍ବାହୀ ଅଧିକାରୀ ଅଧ୍ୟାପକ ଅଜୟ କୁମାର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ରାଷ୍ଟ୍ରୀୟ ଏକତାର ଶପଥ ପାଠ କରାଇଥିଲେ। ଏନ୍‌.ଏସ୍‌.ଏସ୍‌ ର ଅନ୍ୟତମ ସହ ସଂଯୋଜିକା ଅଧ୍ୟାପିକା ନଳିନୀ ପ୍ରଧାନ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories